ଆକ୍ଟିଭାକୁ ଧକ୍କାଦେଲା ଟ୍ରଲର: ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ଗୁରୁତର

ଅନୁଗୋଳ ଅଫିସ,୧୫।୧୨: ଅନୁଗୋଳ ଟ୍ରାଫିକ ଛକଠାରେ ଟ୍ରଲର ଓ ଆକ୍ଟିଭା ମଧ୍ୟରେ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଚାଲିଯାଇଛି। ରବିବାର ସମ୍ବଲପୁରରୁ କଟକ ଅଭିମୁଖେ ଏକ ଟ୍ରଲର ଯାଉଥିବାବେଳେ ଆକ୍ଟିିଭାକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରୁ ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତକଙ୍କ ପରିଚୟ ମଳିପାରିନାହିଁ।ି ଅନ୍ୟପକ୍ଷରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨…

ଶତ୍ରୁଙ୍କ ପାଇଁ କାଳ ସାଜିବ ‘ତାରା’, ସଫଳ ପରୀକ୍ଷଣ କଲା DRDO

ନୂଆଦିଲ୍ଲୀ,୮।୫: ଭାରତ ଏକ ଅତ୍ୟାଧୁନିକ ଗାଇଡେଡ୍ ଅସ୍ତ୍ର ପ୍ରଣାଳୀ ବିକଶିତ କରିଛି ଯାହା ଯେକୌଣସି ପାରମ୍ପରିକ ଅସ୍ତ୍ରକୁ ଏକ ଘାତକ, ସଠିକ୍-ପ୍ରହାର ଯୁଦ୍ଧାସ୍ତ୍ରରେ ପରିଣତ କରିପାରିବ। DRDO…

ଭାଜପାର ବଙ୍ଗ ବିଜୟକୁ ନେଇ ଏମିତି କଥା କହିଦେଲେ ଟ୍ରମ୍ପ: ରାଗରେ ନିଆଁବାଣ ହେଲେ ସଞ୍ଜୟ ରାଉତ

ଓ୍ବାଶିଂଟନ୍‌,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିପୁଳ ବିଜୟ ପାଇଁ କେବଳ ଦେଶ ଭିତରୁ ନୁହେଁ ବରଂ ବିଦେଶରୁ ମଧ୍ୟ ଅଭିନନ୍ଦନର ସୁଅ…

ସୂର୍ଯ୍ୟକୁମାର ଯାଦବଙ୍କୁ ହଟାଇ ଶ୍ରେୟସ ଆୟର ହେବେ T-20 କ୍ୟାପେଟେନ, ଟିମ ଇଣ୍ଡିଆରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୮।୫: ସୂର୍ଯ୍ୟକୁମାର ଯାଦବ ଭାରତୀୟ T-20 ଦଳର ଅଧିନାୟକ ପଦ ହରାଇବାକୁ ଯାଉଛନ୍ତି। ଏହା ପ୍ରାୟତଃ ନିଶ୍ଚିତ ଯେ ୨୦୨୬ ଆଇପିଏଲ ସିଜିନ ପରେ ତାଙ୍କ ଉପରେ…

ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ…

କିଏ ହେବେ କେରଳର ନୂଆ ମୁଖ୍ୟମନ୍ତ୍ରୀ? ସାମ୍ନାକୁ ଆସିଲା ନାମ; ମୁକୁଲ ୱାସନିକଙ୍କ ହାତରେ ଥିବା ବିଧାୟକଙ୍କ ସମର୍ଥନ ପତ୍ରର ଫଟୋ ଭାଇରାଲ

ଥିରୁଭାନନ୍ତପୁରମ,୮।୫: ଏଆଇସିସି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସହିତ ଅନୁଷ୍ଠିତ ଏକକ ବୈଠକରେ, କେପିସିସି ସଭାପତି ସନି ଯୋସେଫଙ୍କ ସମେତ ୬୩ ଜଣ ନିର୍ବାଚିତ କଂଗ୍ରେସ ବିଧାୟକଙ୍କ ମଧ୍ୟରୁ ୪୭…

IPL Record: ପରାଜୟ ପରେ ବି ଇତିହାସ ରଚିଲା RCB, ଭାଙ୍ଗିଲା CSKର ବଡ଼ ରେକର୍ଡ

ନୂଆଦିଲ୍ଲୀ,୮।୫: ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ହାତରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୯ ରନରେ ପରାଜୟ ବରଣ କରିଥିଲା। ଏହି ବର୍ଷା ପ୍ରଭାବିତ…

ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ: ଅଗ୍ନିଶମ ବାହିନୀର ପହଞ୍ଚିବା ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ…

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତାର କାଣିଗୁମା ନିକଟରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ ଦୀର୍ଘ ସମୟ ଧରି ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri