ଆଖି ଥାଏ ସବୁବେଳେ ଜାଗ୍ରତ…

ମଣିଷ ଶୋଇଥିବା ସମୟରେ ମଧ୍ୟ ଆଖି ଜାଗ୍ରତ ରହିଥାଏ। ସାରା ଶରୀର ନିଦ୍ରାରେ ଥିବାବେଳେ କେବଳ ଆଖି ରହିଥାଏ ସଜାଗ। ଏନେଇ କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟର ଗବେଷକ ସୂଚିତ କରିଛନ୍ତି। ଦୀର୍ଘଦିନ ଧରି ଗବେଷଣା କରିବା ପରେ ସେମାନେ ଏସମ୍ପର୍କିତ ରିପୋର୍ଟରେ ଏହା ଉଲ୍ଲେଖ କରିଛନ୍ତି। ନିଦରେ ମସ୍ତିଷ୍କ ଅବଚେତନ ଅବସ୍ଥାରେ ଥାଏ । ଏହି ସମୟରେ ହ୍ୟୁମ୍ୟାନ ଗ୍ରୋଥ୍‌ ହରମୋନ୍‌ କ୍ଷରିତ ହୋଇଥାଏ। ଯାହାକି ଶରୀର ବିକାଶରେ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକ ଶୋଉଥିବା ନବଜାତକଙ୍କର ଶାରୀରିକ ବିକାଶ ଶୀଘ୍ର ହୁଏ। ନିଦ ସମୟରେ କିନ୍ତୁ ନାକର କାର୍ଯ୍ୟ କ୍ଷମତା କମିଯାଇଥାଏ। ତେଣୁ ଏହି ସମୟରେ ସୁଗନ୍ଧ କିମ୍ବା ଦୁର୍ଗନ୍ଧ ସମ୍ପର୍କରେ ମଣିଷ ଜାଣିପାରେ ନାହିଁ ବୋଲି ରିପୋର୍ଟରେ ଦର୍ଶାଯାଇଛି। ତେବେ ଅବଚେତନ ଅବସ୍ଥାରେ ମଧ୍ୟ ଆଖି ଜାଗ୍ରତ ଥିବାରୁ ମଣିଷ ଦେଖିଥାଏ ସ୍ବପ୍ନ। ମଣିଷ ଦେଖୁଥିବା ଭଲ ଏବଂ ଖରାପ ସ୍ବପ୍ନ ହିଁ ଉଠିବା ପରେ ଜୀବନକୁ କରିଥାଏ ପ୍ରଭାବିତ। ତେଣୁ ଖରାପ ସ୍ବପ୍ନ ଦେଖିଲେ ମନ ଖରାପ ହେଉଥିବାବେଳେ ଭଲ ସ୍ବପ୍ନ ମନ ପ୍ରଫୁଲ୍ଲିତ କରିିଥାଏ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri