ଆଖି ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର ରସ…

ବିଭିନ୍ନ ପ୍ରକାର ଆଖି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଖାଲିପେଟରେ ଧନିଆ ପତ୍ର ଜୁସ୍‌ ପିଇଲେ ମିଳିଥାଏ ସୁଫଳ । ଏହା ଶରୀରରେ କୋଲେଷ୍ଟରଲସ୍ତର ହ୍ରାସ କରିବାରେ ମହୋଷଧି ଭଳି କାମ କରିଥାଏ। ହୃଦ୍‌ ସମସ୍ୟାରେ ଏହାକୁ ବ୍ୟବହାର କରିବା ଆବଶ୍ୟକ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌ ବି-୧୨ ରହିଥାଏ। ଏହା ସହିତ ଏଥିରେ ୮୯ ପ୍ରତିଶତ ଜଳ, କାର୍ବୋହାଇଡ୍ରେଟ୍‌, ଫାଇବର, ପ୍ରୋଟିନ୍‌, ଭିଟାମିନ୍‌-ଏ, ସି, କେ, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, ପୋଟାସିୟମ୍‌ ଆଦି ଉପାଦାନ ରହିଥାଏ। ଏହାର ଜୁସ୍‌ ନିୟମିତ ପିଇଲେ ସମସ୍ତ ପ୍ରକାର ଆଖି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ପୁଷ୍ୟ ନକ୍ଷତ୍ରରେ ଗୋଚର କରିବେ ବୃହସ୍ପତି, ୧୯ ଜୁଲାଇରୁ ଖୋଲିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ, ବୃହସ୍ପତିଙ୍କୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି କୁହାଯାଏ । ଏହାକୁ ଜ୍ଞାନ, ଶିକ୍ଷା, ଧନ ଏବଂ ସନ୍ତାନର ପ୍ରମୁଖ କର୍ତ୍ତା ଭାବରେ ବିବେଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri