Posted inଜାତୀୟ

ଆଖିରେ ଆଖିଏ ସ୍ବପ୍ନ: ପାଉଁଶଗଦାରେ ପ୍ରିୟ ପରିଜନଙ୍କୁ ଖୋଜୁଛନ୍ତି ଲୋକେ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହଂସାରେ ମୃତ୍ୟୁ ସଂଖ୍ୟା ଇତିମଧ୍ୟରେ ୪୫ରେ ପହଞ୍ଚିଛି। ତେବେ ବି ବହୁ ଲୋକ ନିଖୋଜ ରହିଛନ୍ତି। ଆଖିରେ ଆଖିଏ ସ୍ବପ୍ନ ନେଇ ପ୍ରିୟ ପରିଜନଙ୍କୁ ଖୋଜିବା କାମରେ ଲାଗିଛନ୍ତି ବହୁ ଲୋକ। ହାତରେ ଫଟୋ ଧରି ମୃତଦେହ ରଖାଯାଇ ଥିବା ସ୍ଥାନରେ ସନ୍ଧାନ ଲାଗି ରହିଛି। କେତେକ ପୋଲିସ ଷ୍ଟେଶନରେ ବୁଲି ବୁଲି ନିଖୋଜଙ୍କ ସମ୍ପର୍କରେ ଏତଲା ଦାଏର କରୁଛନ୍ତି। ଶୀଘ୍ର ଖବର ଦେବାକୁ କାକୁତି ମିନତି ହେଉଛନ୍ତି। ଏଭଳି ଦୃଶ୍ୟ ପ୍ରାୟ ଦେଖିବାକୁ ମିଳୁଛି। କେହି କେହି ହିଂସା ଅଞ୍ଚଳରେ ପଡ଼ିଥିବା ଛିଣ୍ଡା ପ୍ୟାଣ୍ଟ ଶର୍ଟରୁ ପ୍ରିୟ ପରିଜନଙ୍କୁ ଚିହ୍ନିବାର ପ୍ରୟାସ କରୁଛନ୍ତି। ନିଖୋଜଙ୍କ ସମ୍ପର୍କରେ କିଛି ତଥ୍ୟ ପାଇବା ଆଶାରେ କେତେକ ପାଉଁଶଗଦା ମଧ୍ୟ ଘାଣ୍ଟିବାରେ ଲାଗିଛନ୍ତି। ଆହତମାନେ ଚିକିତ୍ସିତ ହେଉଥିବା ହସ୍ପିଟାଲରେ ମଧ୍ୟ ଭିଡ଼ ଦେଖିବାକୁ ମିଳୁଛି। ହିଂସା ପରବର୍ତ୍ତୀ ଏଭଳି ହୃଦୟ ବିଦାରକ ଦୃଶ୍ୟ ସମସ୍ତଙ୍କୁ ମର୍ମାହତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri