Posted inଖେଳ

ଆଖିରେ କପଡା ବାନ୍ଧି ଏହିଭଳି ଖାଦ୍ୟ ଚିହ୍ନିଲେ ଇର୍ଫାନ, ହରଭଜନ

ଇନ୍ଦୋର,୮।୧: ଭାରତ-ଶ୍ରୀଲଙ୍କା ଭିତରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଇନ୍ଦୋରରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ତେବେ ଏହା ପୂର୍ବରୁ ଭାରତୀୟ ଖେଳାଳିଙ୍କ କିଛି ମଜାଳିଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମଙ୍ଗଳବାର ପୂର୍ବତନ କ୍ରିକେଟ ଖେଳାଳି ତଥା କମେଣ୍ଟର ଇର୍ଫାନ ପଠାନ, ହରଭଜନ ସିଂହ ଓ ଜତିନ ସପ୍ରୁ ସହରର ଏକ ହୋଟେଲରେ ୪ଘଣ୍ଟା ସମୟ ବିତାଇଥିଲେ। ମଧ୍ୟପ୍ରଦେଶର ମାଲଓ୍ବା ଅଞ୍ଚଳର ସବୁଠାରୁ ଲୋକପ୍ରିୟ ଖାଦ୍ୟ ଖାଇବାର ସେମାନେ ମଜା ଉଠାଇଥିଲେ। ଇର୍ଫାନ ଓ ହରଭଜନ ନିଜ ଆଖିରେ କପଡା ବାନ୍ଧି ସମସ୍ତ ଖାଦ୍ୟକୁ ଚାଖି ଉକ୍ତ ବ୍ୟଞ୍ଜନର ନାଁ କହିଥିଲେ। ଏଥିରେ ଦାଲ-ବାଫ୍‌ଲା, ଚୁରମାଠାରୁ ଆରମ୍ଭ କରି ପ୍ରାୟ ୧୫ପ୍ରକାରର ବ୍ୟଞ୍ଜନ ରହିଥିଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ମଧ୍ୟ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri