Posted inଅପରାଧ

ଆଖିରେ ଲଙ୍କା ଗୁଣ୍ଡ ପକାଇ ମହିଳାଙ୍କଠାରୁ ପର୍ସ ନେଇଗଲେ ଦୁର୍ବୃତ୍ତ

ଜଲନ୍ଧର, ୨୨।୬- କରୋନା ଭାଇରସ୍‌ ଲାଗି ଭାରତରେ ବର୍ତ୍ତମାନ ୫ମ ପର୍ଯ୍ୟାୟ ଲକ୍‌ ଡାଉନ୍‌ ଚାଲିଛି। ଲକ୍‌ ଡାଉନ ଯୋଗୁ ଚାରିଆଡ଼େ ପୋଲିସର କଡ଼ା ପ୍ରହରା ସତ୍ତ୍ୱେ ଦିନ ଦ୍ୱିପହରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ଆଖିରେ ଲଙ୍କା ଗୁଣ୍ଡ ପକାଇ ପର୍ସ ଚୋରି କରିନେଇଥିବାର ଖବର ଆସି ପହଞ୍ଚତ୍ଛି। ପଞ୍ଜାବର ଜଲନ୍ଧରରେ ଏହି ଘଟଣା ଘଟିଛି। ଅମରଜିତ୍‌ କୌର ନାମକ ଜଣେ ମହିଳା ପଇଡ଼ ପିଉଥିବାବେଳେ ବାଇକରେ କିଛି ଦୁବୃର୍ତ୍ତ ତାଙ୍କ ଆଖିକୁ ଲଙ୍କା ଗୁଣ୍ଡ ପିଙ୍ଗିଦେଇଥିଲେ। ଏହାପରେ ମହିଳାଙ୍କ ଧରିଥିବା ପର୍ସ ଛଡ଼ାଇ ନେଇ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। କରୋନା ଲାଗି ସହର ସାରା ପୋଲିସ ମାକ୍ସ ଚେକ୍‌ କରୁଥିଲେ ମଧ୍ୟ ଦୁବୃର୍ତ୍ତମାନେ ଅନାସୟରେ ଖସି ଯାଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭିରୁ ଦୁବୃର୍ତ୍ତଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri