Posted inଖେଳ

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ରହିଛି ଭାରତ। ପରାସ୍ତ ପରେ ଭାରତୀୟ ଦଳରେ ବିଷାଦର ମାହୋଲ ସୃଷ୍ଟି ହୋଇଛି। ଗୁରୁବାର ମାଞ୍ଚେଷ୍ଟରରୁ ହୋଟେଲ ଛାଡିବା ପରେ ଖେଳାଳିଙ୍କ ମୁହଁରୁ ଏହା ସ୍ପଷ୍ଟ ବାରିହୋଇପଡିଥିଲା। ଅଧିନାୟକ ବିରାଟ କୋହଲି ହୋଟେଲ ଛାଡି ଆଗେ ଆଗେ ଯାଉଥିବାବେଳେ ତାଙ୍କ ପଛରେ ଥିଲେ ସ୍ତ୍ରୀ ଅନୁଷ୍କା। ସେହିପରି ରୋହିତ ଶର୍ମା, କେଦାର ଯାଦବ ହୋଟେଲରୁ ବାହାରିଲାବେଳେ ସେଠାରେ ଉପସ୍ଥିତ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ। ସୂଚନାଯୋଗ୍ୟ, ଟିକେଟ ବୁକିଂ ହୋଇପାରି ନ ଥିବା କାରଣରୁ ଭାରତୀୟ ଦଳ ଜୁଲାଇ ୧୪ରେ ସ୍ବଦେଶ ଫେରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

ଭୁଲରେ ବି ଏହି ଲୋକ ରଖନ୍ତୁନି ଜନ୍ମାଷ୍ଟମୀ ବ୍ରତ? ଉପବାସ ପୂର୍ବରୁ ଜାଣନ୍ତୁ ଜରୁରୀ କଥା…

ବୈଦିକ ପଞ୍ଜିକା ଅନୁଯାୟୀ, ସେପ୍ଟେମ୍ୱର ୪ ତାରିଖରେ ଦେଶବ୍ୟାପୀ ଉତ୍ସାହର ସହ ଜନ୍ମାଷ୍ଟମୀ (Janmashtami 2026) ପର୍ୱ ପାଳିତ ହେବ। ଏହି ଦିନ ଭଗବାନ ଶ୍ରୀକୃଷ୍ଣଙ୍କ ପୂଜା-ଆରାଧନା…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri