ଆଜମ୍‌ ଖାନ୍‌ଙ୍କ ଉପରେ ପୁଣି ଅଙ୍କୁଶ: ୪୮ ଘଣ୍ଟା ପ୍ରଚାର ମନା

ନୂଆଦିଲ୍ଲୀ,୧ା୫(ପି.ଟି.):ସମାଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ଆଜମ୍‌ ଖାନ୍‌ଙ୍କ ନିର୍ବାଚନୀ ପ୍ରଚାର ଉପରେ ନିର୍ବାଚନ କମିଶନ (ଇସି) ମଙ୍ଗଳବାର ପୁଣିଥରେ ୪୮ ଘଣ୍ଟିଆ କଟକଣା ଜାରି କରିଛନ୍ତି। ଫଳରେ ଆଜମ୍‌ ବୁଧବାର ସକାଳ ୬ଟାରୁ ୪୮ ଘଣ୍ଟା ଧରି ପ୍ରଚାର କରିପାରିବେ ନାହିଁ। ସ୍ଥାନୀୟ ନିର୍ବାଚନ ଅଧିକାରୀମାନଙ୍କ ବିରୋଧରେ ସାମ୍ପ୍ରଦାୟିକ ମନ୍ତବ୍ୟ ଦେଇଥିବାରୁ ଇସି ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହା ପୂର୍ବରୁ ଆଜମ୍‌ ରାମପୁରର ଭାଜପା ପ୍ରାର୍ଥୀ ତଥା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଜୟପ୍ରଦାଙ୍କ ବିରୋଧରେ ‘ଖାକି ଅଣ୍ଡରଓ୍ବେର’ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ନିର୍ବାଚନ କମିଶନ ଆଜମ୍‌ଙ୍କୁ ୭୨ ଘଣ୍ଟା ପାଇଁ ପ୍ରଚାରରୁ ବାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଗୋଟିଏ ରନ୍‌ଓ୍ବେରେ ୨ ବିମାନ ମୁହାଁମୁହିଁ, ଗୋଟିଏ କଲ୍‌ ପରେ…

ମୁମ୍ବାଇ,୮ା୭: ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୋଟିଏ ରନଓ୍ବେରେ ଏୟାର ଇଣ୍ଡିଆର  ବିମାନ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ମୁହାଁମୁହିଁ ହେବା ପରେ ମୁମ୍ବାଇ…

୫ କେଜି ସିଲିଣ୍ଡର ବ୍ୟବହାରକାରୀ ସାବଧାନ! ଏବେ ରିଫିଲ କଲେ ପକେଟ୍‌ରୁ କଟିବ ଏତିକି ଟଙ୍କା ଏକ୍ସଟ୍ରା

ନୂଆଦିଲ୍ଲୀ, ୮।୭: ୫ କିଲୋଗ୍ରାମ ବିଶିଷ୍ଟ ‘ଛୋଟୁ’ ଏଲପିଜି ସିଲିଣ୍ଡର ଏବେ ଗ୍ରାହକଙ୍କ ପକେଟ ଉପରେ ଭାରି ପଡ଼ିବ। ତୈଳ କମ୍ପାନୀଗୁଡ଼ିକର ନୂଆ ନିୟମ ଅନୁଯାୟୀ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri