Posted inଜାତୀୟ

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର ସକାଳୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥିରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ସା ୫ଟା ୫ରେ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଥିଲା। ତାଙ୍କ ଅସ୍ଥି ଭାରତର ୧୦୦ଟି ନଦୀରେ ବିସର୍ଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri