ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ

ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଫ୍ଲାଇଟ୍‌ ଟିକେଟ ସରିଥିବାବେଳେ ତାଙ୍କ ସହ ଜଣେ ଅଧିକାରୀ କଲିକତା ପର୍ଯ୍ୟନ୍ତ ଯିବେ। କଲିକତାରୁ ଆଣ୍ଡାମାନ ବିମାନରେ ସମ୍ପୃକ୍ତ ଅଧିକାରୀ ତାଙ୍କୁ ବସାଇ ଫେରିଆସିବେ ବୋଲି ଜଣପଡ଼ିଛି। ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରୁ ଅମ୍ରିତ କଲିକତା ଯିବେ ବୋଲି ପର୍ଯ୍ୟଟନ ବିଭାଗର ସହକାରୀ ନିର୍ଦ୍ଦେଶକ ବିଜୟ କୁମାର ଜେନା କହିଛନ୍ତି।
ଅମ୍ରିତଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଚିକିତ୍ସାରେ ଅବହେଳା କରାଯାଉଥିବା ନେଇ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏଡିଏମ୍‌ ପ୍ରଦୀପ କୁମାର ସାହୁ ହସ୍ପିଟାଲରେ ପହଞ୍ଚତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ତାଙ୍କ ସହ କଥାବର୍ତ୍ତା କରିଥିଲେ। ସନ୍ଧ୍ୟାରେ ସେ ହସ୍ପିଟାଲରୁ ଯାଇ ଜିଲାପାଳ ବଲଓ୍ବନ୍ତ ସିଂଙ୍କୁ ସାକ୍ଷାତ କରିବା ସହ ତାଙ୍କ ସଂଘର୍ଷମୟ କଥା ବଖାଣିଥିଲେ। ଜିଲାପାଳ ତାଙ୍କୁ ଏକ ପୋଷାକ ଉପହାର ଦେଇଥିଲେ। ସେଠାରେ ଏସ୍‌ପି ଉମାଶଙ୍କର ଦାଶ ଏବଂ ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri