ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରାଯିବା ସହ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯିବ। ବୈଠକରେ ଜିଲା ଟ୍ରେଜେରୀରୁ ମିଳିଥିବା ଡୁପ୍ଲିକେଟ ଚାବିକୁ କମିଟି ନିକଟରେ ଦାଖଲ କରାଯିବ ବୋଲି ଗତ ଶନିବାର ବସିଥିବା ପ୍ରଥମ ବୈଠକରେ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ମିଡଟର୍ମ ଇଲେକ୍ସନରେ ପରାଜୟ ଉପରେ ଟ୍ରମ୍ପଙ୍କ ବଡ଼ ବୟାନ: କହିଲେ ‘ଏହା ଏକ ବଡ଼ ଝଟକା, କିନ୍ତୁ…’

ଓ୍ବାଶିଂଟନ,୯।୧୧: ରବିବାର (ନଭେମ୍ବର ୮, ୨୦୨୬) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିକଟରେ ଅନୁଷ୍ଠିତ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନର ଫଳାଫଳକୁ ଆମେରିକାର ଇତିହାସରେ ଏକ ବଡ଼ ପଛୁଆ…

ପୁଣି ଭାଲୁ ଆତଙ୍କ: ଲୋକେ ଭୟଭୀତ

ବଲାଙ୍ଗୀର,୯ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ରେଞ୍ଜ ସର୍ଗୀଗଡ଼ା ଗାଁଭିତରେ ପୁଣି ବୁଲିଲା ଭାଲୁ। ଗାଁ ନିକଟରେ ଜଙ୍ଗଲ ଥିବାରୁ ଜଙ୍ଗଲ ଦେଇ ଗାଁକୁ ଭାଲୁ…

ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୪ ଜୀବନ, ଗାଁରେ ଶୋକାକୁଳ

ଯାଜପୁର,୧୧।୮: ଦୀପାବଳିର ଆଲୋକରେ ସାରା ଦୁନିଆ ଝଲସୁଥିବା ବେଳେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଅଞ୍ଚଳରେ ଘଟିଛି ଏକ ଛାତିଥରା ଘଟଣା। ଏହା ସାରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି।…

ଦୀପାବଳି ପାଇଁ ଯାଉଥିଲେ ଗାଁକୁ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଦିଗପହଣ୍ଡି,୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ମନୋଜ କୁମାର ଗୌଡ଼ ନାମକ ଜଣେ ଯୁବକ ରବିବାର ଏକ ଅଟୋ…

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମହିଳା କର୍ମଚାରୀଙ୍କୁ ଏହି ଗିଫ୍ଟ ଦେଲେ କେଏଲ୍‌ ରାହୁଲ, ଚାରିଆଡୁ ପ୍ରଶଂସା

ନୂଆଦିଲ୍ଲୀ,୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ବ୍ୟାଟିଂରେ ଚମତ୍କାର କରିବା ସହ ମଇଦାନ ବାହାରେ ନିଜର ମହାନତା ଦେଖାଇଛନ୍ତି ଭାରତୀୟ ୱିକେଟ୍‌କିପର ବ୍ୟାଟର କେଏଲ୍‌ ରାହୁଲ ।…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ପେଟବ୍ୟଥା-ବାନ୍ତି….. ଦୀପାବଳିରେ ଗୁପଚୁପ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ଲକ୍ଷ୍ନୌ,୮।୧୧: ଦୀପାବଳି ପର୍ବର ଖୁସି ଭିତରେ ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଖାଦ୍ୟ ବିଷକ୍ରିୟାର ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଗୁପ୍‌ଚୁପ୍‌ ଖାଇ ୧୦୦ରୁ ଅଧିକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?