Posted inଜାତୀୟ

ଆଜି କର୍ନାଟକ ଉପନିର୍ବାଚନ

ବେଙ୍ଗାଲୁରୁ,୫ା୧୨(ପି.ଟି.): କର୍ନାଟକ ବିଧାନସଭାର ୧୫ ଆସନ ଲାଗି ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଭୋଟକେନ୍ଦ୍ରଗୁଡିକରେ ପୋଲିଂ ପାର୍ଟି ଇଭିଏମ୍‌, ଭିଭିପିଏଟି ଧରି ପହଞ୍ଚତ୍ଛନ୍ତି। ୪୧୮୫ ଆସନରେ ଭୋଟଗ୍ରହଣ ହେବାକୁ ଥିବାବେଳେ ସେଥିରୁ ୮୮୪ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୪୫ କମ୍ପାନୀ ଅର୍ଦ୍ଧସାମରିକ ବାହିନୀ ସାଙ୍ଗକୁ ୯୦୦ ହୋମଗାର୍ଡ, ୩୮ ବାଟାଲିୟନ ରାଜ୍ୟ ରିଜର୍ଭ ପୋଲିସ, ୧୦ ବାଟାଲିୟନ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri