ଆଜି ଚିହ୍ନଟ ୧୪ ପଜିଟିଭ୍‌ ମଧ୍ୟରୁ ୧୩ ସୁରଟ ଫେରନ୍ତା, ଜଣେ ପୂର୍ବ ଆକ୍ରାନ୍ତଙ୍କ ଦ୍ୱାରା ସଂକ୍ରମିତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ସୋମବାର ସକାଳେ ଚିହ୍ନଟ ହୋଇଥିବା ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଗଞ୍ଜାମର ୧୨, ସୁନ୍ଦରଗଡ଼ର ଜଣେ ଏବଂ କେନ୍ଦ୍ରାପଡ଼ାର ଜଣେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମର ୧୨ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ସେହିପରି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ମଧ୍ୟ ସୁରଟ ଫେରନ୍ତା। ସେ ମଧ୍ୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ତେବେ ରାଉରକେଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୩୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri