ଆଜି ଚିହ୍ନଟ ୭ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଭଦ୍ରକର ୫, ବାଲେଶ୍ୱରର ୨

ଭୁବନେଶ୍ୱର,୨୦ା୪(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲାର ହୋଇଥିବା ବେଳେ ୨ ଜଣ ବାଲେଶ୍ୱର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ପରୀକ୍ଷା କରାଯାଇଥିବା ୧୦ ହଜାର ୬୪୧ଟି ନମୁନା ମଧ୍ୟରୁ ୧୦ ହଜାର ୫୭୩ଟି ନେଗେଟିଭ୍‌ ଆସିଥିବାବେଳେ ୬୮ ଜଣଙ୍କର ପଜିଟିଭ ବାହାରିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିପରି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୪୩ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ତମାଖୁ ସେବନଠାରୁ ଦୂରେଇ ରହିବାକୁ ଆହ୍ବାନ: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଭଞ୍ଜନଗର,୧।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାଖାରେ ରବିବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏଥିରେ ଶାଖାର ସଂଯୋଜିକା ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri