ଆଜି ଦାୟିତ୍ୱ ନେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୦।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଡ. କ୍ରିଷନ କୁମାର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିବେ। ରାଜ୍ୟ ସରକାର ପ୍ରଦୀପ ମହାପାତ୍ରଙ୍କ ସ୍ଥାନରେ କ୍ରିଷନ କୁମାରଙ୍କୁ ଗତ ୧୫ତାରିଖରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଥିଲେ। ନିଯୁକ୍ତି ଦିନ ସନ୍ଧ୍ୟାରେ ସେ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରି ଫେରି ଯାଇଥିଲେ। ସୁପ୍ରିମ୍‌କୋର୍ଟରେ ଶ୍ରୀମନ୍ଦିର ସଂସ୍କାର ମାମଲା, ବ୍ରହ୍ମ ବିଭ୍ରାଟ ଘଟଣାରେ କାର୍ଯ୍ୟାନୁଷ୍ଠାନ, ମହାପ୍ରସାଦ ଦର ତାଲିକା ନିର୍ଦ୍ଧାରଣ ଆଦି ପ୍ରମୁଖ ପ୍ରସଙ୍ଗ ଏବେ ମୁଖ୍ୟ ପ୍ରଶାସକଙ୍କ ସାମ୍ନାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ…

ଗୁଗୁଲ ଏବଂ ୟୁଟ୍ୟୁବକୁ ଚଳାଉଥିବା ସିଇଓମାନେ କେଉଁ ଜାତିର? ଜାଣିଲେ ହୋଇଯିବେ ତାଜୁବ

ବିଶ୍ୱର ସର୍ୱବୃହତ ଟେକ ଏବଂ ଲଗଜରୀ କମ୍ପାନୀଗୁଡ଼ିକରେ ଭାରତୀୟ ବଂଶୋଦ୍ଭବ କାର୍ଯ୍ୟନିର୍ୱାହୀଙ୍କ ପ୍ରାଧାନ୍ୟ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଦିଲ୍ଲୀରେ ସମ୍ପ୍ରତି ଅନୁଷ୍ଠିତ ଏଆଇ ସମ୍ମିଳନୀରେ, ଫ୍ରାନ୍ସ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି, ଜାଣନ୍ତୁ କେତେଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୫ା୨: ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ…

ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍‌, ଆଉ ତା’ ପରେ…

ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍‌ ମାଡ଼ି ଯିବାରୁ…

ମିଳିନି ଟୋକନ, ବିକ୍ରି ହୋଇନି ଧାନ: ବିଦ୍ୟୁତ୍ ବିଲ୍ ବାବଦକୁ ଅଫିସରେ ଧାନ ଗଦା କଲେ ଚାଷୀ

ଭେଡେନ,୨୫।୨(ହୃଷିକେଶ ଖମାରୀ): ବରଗଡ଼ ଜିଲାରେ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଫଳରେ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ…

ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ…

ହସ୍ପିଟାଲରେ ଆଶ୍ଚର୍ଯ୍ୟଜନକ ଅବହେଳା, ଡ୍ରେସିଂ ହଟାଇବା ବେଳେ କାଟିଦେଲେ ୬ ମାସ ଶିଶୁର ଆଙ୍ଗୁଠି

ବେଙ୍ଗାଲୁରୁ,୨୫ା୨: କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରୁ ଚିକିତ୍ସା ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରୋଇ ହସ୍ପିଟାଲ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏକ ଛଅ ମାସର…

କମିବ ଖାଇବା ତେଲ ରେଟ! ସାଧାରଣ ଲୋକଙ୍କ ପାଇଁ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫ା୨: ବର୍ତ୍ତମାନର ମହଙ୍ଗା ଯୁଗରେ କେନ୍ଦ୍ର ସରକାର ସାଧାରଣ ଲୋକଙ୍କୁ ଖୁସି ଖବର ଦେଇଛନ୍ତି। କ୍ରମାଗତ ଭାବରେ ବର୍ଦ୍ଧିତ ମୂଲ୍ୟ ହେତୁ ଚିନ୍ତାରେ ଥିବା ଗ୍ରାହକମାନଙ୍କୁ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri