ଆଜି ପୁରୀ ଆସିବେ ମମତା

ପୁରୀ ଅଫିସ,୨୫ା୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ। ସ୍ଥାନୀୟ ଏକ ହୋଟେଲରେ ତାଙ୍କ ରହିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ପୋଲିସ ପକ୍ଷରୁ ସମ୍ପୃକ୍ତ ହୋଟେଲରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ମମତା ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ଏକ ସ୍ବତନ୍ତ୍ର କାର୍‌ରେ ଆସି ରାତିରେ ପୁରୀରେ ପହଞ୍ଚତ୍ବେ ବୋଲି ଜଣାପଡିଛି। ତେବେ ଏଠାରେ ସେ କେତେଦିନ ରହିବେ ତାହା ସ୍ପଷ୍ଟ ଜଣାପଡି ନ ଥିବାବେଳେ ଦୁଇଦିନ ସେ ପୁରୀରେ ରହିବେ ବୋଲି ଶୁଣିବାକୁ ମିଳୁଛି। ମାତ୍ର ମମତାଙ୍କ ଗସ୍ତସୂଚୀ ନେଇ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଅପରପକ୍ଷେ ଆସନ୍ତା ୨୮ତାରିଖରେ ଲୋକସେବା ଭବନଠାରେ ପୂର୍ବାଞ୍ଚଳ ରାଜ୍ୟ ମିଟ ଅନୁଷ୍ଠିତ ହେବ। ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ସରକାରୀ ଅଧିକାରୀମାନେ ଯୋଗଦେବେ। ତେବେ ଏଥିରେ ମମତା ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ଥିବାବେଳେ ଏହାର ଦୁଇଦିନ ପୂର୍ବରୁ ତାଙ୍କର ଗସ୍ତ ନେଇ ଭିନ୍ନଧରଣ ଚର୍ଚ୍ଚା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇଥିଲେ କର୍ଣ୍ଣାଟକ, ସମୁଦ୍ରରେ ଚାଲିଗଲା ଜୀବନ

ବଡ଼ଗାଁ, ୩୧/୧୦ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲାରେ ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ବଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ କାଦୋପଡ଼ା ଗ୍ରାମର ଜଣେ ଯୁବକଙ୍କ କର୍ଣ୍ଣାଟକ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?