କଣିହାଁ,୪।୧୦(ଡି.ଏନ.ଏ.): କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମ୍ରୁ ୩ୟ ଥର ପାଇଁ ବନ୍ୟାଜଳ ନିଷ୍କାସନ ପାଇଁ ମଙ୍ଗଳବାର ପୂର୍ବାହ୍ନଠାରୁ ୮ ନଂ. ଗେଟ ଖୋଲାଯାଇଥିଲା। ଉକ୍ତ ଗେଟକୁ ଶୁକ୍ରବାର ବନ୍ଦ କରାଯିବ ବୋଲି ସୂଚନା ମିଳିଛି। ଡ୍ୟାମ୍ ଅବବାହିକା ନିର୍ବାହୀ ଯନ୍ତ୍ରୀ ଅଜିତ୍ କୁମାର ଜେନା କହିଛନ୍ତି, ଗୁରୁବାର ସାସୁଦ୍ଧା ଡ୍ୟାମ୍ର ଜଳସ୍ତର ୧୨୪ ମିଟର ତଳକୁ ରହିଛି। ଉପରେ ମୁଣ୍ଡରେ ବର୍ଷା ଅଭାବରୁ ୧୨୮୦ ଘନମିଟର ଜଳ ପ୍ରତି ସେକେଣ୍ଡରେ ପ୍ରବେଶ କରୁଥିବାବେଳେ ଡ୍ୟାମରୁ ୨୨୦୦ ଘମି ଜଳ ନିଷ୍କାସିତ ହେଉଛି। ଜଳସ୍ତର କମୁଥିବାରୁ ଶୁକ୍ରବାର ଖୋଲାଯାଇଥିବା ଗେଟ ବନ୍ଦ କରାଯିବ।
Posted inଅନୁଗୋଳ, ଆମ ଜିଲା ଖବର View All
ଟ୍ରକ୍ରେ ପିଟି ହୋଇ ଦୁଇ ବାଇକ୍ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର
ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...
ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର
ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...
ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି
ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...
ବାଇକ୍ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ
ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...
ଟ୍ରକ୍କୁ ସାଇଡ୍ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...
Archives


