ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଚଳିତ ମାସ ୨୯ରେ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବିଜେଡିର କ’ଣ ରଣନୀତି ରହିବ, ସେ ନେଇ ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହେବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ପୂର୍ବାହ୍ନ ୧୧ଟା ୨୫ ମିନିଟ୍‌ରେ ଏହି ବୈଠକ ଅନୁଷ୍ଠିତ ହେବ। ଏଥିରେ ଉଭୟ ସଦନରେ ଦଳର ରଣନୀତି ନେଇ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri