ଆଜି ବିଜୟାଦଶମୀ: ମା’ଙ୍କ ଦର୍ଶନ ପାଇଁ ସବୁଠି ଭିଡ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ଶାରଦୀୟ ଦୁର୍ଗାପୂଜାର ଆଜି ଶେଷ ଦିନ ଅର୍ଥାତ୍‌ ଆଜି ବିଜୟା ଦଶମୀ।  ଅସତ୍ୟ ଉପରେ ସତ୍ୟର ଏବଂ ଅଧର୍ମ ଉପରେ ଧର୍ମର ବିଜୟର ପର୍ବ। ଦେଶର ବିଭିନ୍ନ ସ୍ଥାନରେ ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ ମୃତ୍ୟୁ ଦଣ୍ଡ ଦେଇ ଧରାପୃଷ୍ଠରୁ ତାର ପାପଭାରାରୁ ମୁକ୍ତ କରିଥିଲେ। ସେଥିପାଇଁ ପୂଜା ମଣ୍ଡପଗୁଡିକ ପ୍ରତିକାତ୍ମକ ରାବଣ କରି ଦହନ କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଦ୍ୱୈତ ନଗରୀରେ ମଧ୍ୟ ରାବଣପୋଡି ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି। ଏଥର କମିଶନରେଟ ଅଞ୍ଚଳରେ ୫ଟି ଜାଗାରେ ହେବ ରାବଣପୋଡ଼ି କାର୍ଯ୍ୟକ୍ରମ। ରାଜଧାନୀର ବରମୁଣ୍ଡା, ଝାରପଡ଼ା, ନହରକଣ୍ଟା, ଚନ୍ଦକା ଓ ଜଟଣୀରେ ହେବ ରାବଣପୋଡ଼ି। ଆତସବାଜି କାର୍ଯ୍ୟକ୍ରମ ସ୍ଥାନଠାରୁ ୧୦୦ ମିଟର ଦୂରରେ ଦର୍ଶକ ରହିବେ ବୋଲି ପୁଲିସ ଗାଇଡଲାଇନ ଜାରି କରିଛି। କଟକରେ ମଧ୍ୟ ବ୍ୟାପକ ଆୟୋଜନ ହୋଇଛି। ବାରବାଟୀ ସର୍ବଧର୍ମ ସାଂସୃତିକ ଅନୁଷ୍ଠାନ ପକ୍ଷରୁ ବାଲିଯାତ୍ରା ତଳପ ଆୟୋଜନ ହୋଇଛି। ରାବଣପୋଡି ଉତ୍ସବା ୫୦ ଫୁଟରୁ ଅଧିକ ରାବଣ ନିର୍ମିତ ହେବା ସହ ଆତସବାଜି, ବନାଟି ଓ ସାଂସୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri