ଆଜି ବିନା ସୂଚନାରେ ରାଜ୍ୟକୁ ଆସୁଛନ୍ତି ୨୦ ହଜାରରୁ ଅଧିକ ପ୍ରବାସୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ତେଲଙ୍ଗାନାରୁ ଶନିବାର ରାତିରୁ ଓଡ଼ିଶାକୁ ୧୨ଟି ସ୍ବତନ୍ତ୍ର ଟ୍ରେନ୍‌ ବାହାରିଛି। ଏହି ଟ୍ରେନ୍‌ ବିଷୟରେ ତେଲେଙ୍ଗାନା ସରକାରଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ। ଭାରତୀୟ ରେଳବାଇ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏ ନେଇ ସୂଚନା ମିଳିଛି। ୨୦ହଜାରୁ ଅଧିକ ପ୍ରବାସୀ ପାଖାପାଖୀ ସମୟରେ ରାଜ୍ୟରେ ପହଞ୍ଚିବେ। ଏନେଇ କୌଣସି ବିଧିବଦ୍ଧ ସୂଚନା ନାହିଁ। ଏଣୁ ସରକାର ଯୋଗାଇ ଆସୁଥିବା ସୁବିଧା ସେମାନଙ୍କୁ ଯୋଗାଇ ଦିଆଯାଇ ନ ପାରେ। ଫଳରେ ପ୍ରବାସୀଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଏଣୁ ବିନା ସୂଚନାରେ ଆସିଲେ, ପୂର୍ବରୁ ସୂଚନା ଦିଅନ୍ତୁ। ପ୍ରବାସୀ ଓଡ଼ିଆଙ୍କୁ ପଠାଇବାର ଥିଲେ ଆଗକୁ ସୂଚନା ଦେବାରେ ସାହାଯ୍ୟ କରନ୍ତୁ। ଫଳରେ ପ୍ରବାସୀମାନେ ସେମାନେ ଅସୁବିଧାର ସମ୍ମୁଖୀନ ନ ହେବେ ତାହାର ବ୍ୟବସ୍ଥା କରିହେବ। ବିନା ସୂଚନାରେ ପହଞ୍ଚିଲେ ହଇରାଣ ହେବେ। ଏଣୁ ରାଜ୍ୟକୁ ଆଗୁଆ ସୂଚନା ଦେବାକୁ ଚେଷ୍ଟା କରନ୍ତୁ ବୋଲି ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri