Posted inଖେଳ

ଆଜି ଭାରତ-ଅଷ୍ଟ୍ରେଲିଆ ବିଶ୍ୱକପ୍‌ ସେମିଫାଇନାଲ: ଜାଣନ୍ତୁ କେବେ, କେଉଁଠାରେ ଦେଖିବେ ମ୍ୟାଚ୍‌

କେବଟାଉନ୍‌,୨୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଆଜି ଭାରତ-ଅଷ୍ଟ୍ରେଲିଆ ମୁକାବିଲା ହେବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ କେପଟାଉନରେ ଖେଳାଯିବ। ଗତ ଟି-୨୦ ବିଶ୍ୱକପ୍‌ର ଫାଇନାଲ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା। ତା’ପରେ କଙ୍ଗାରୁ ଦଳ ଜିତିଥିଲା। ସେମିଫାଇନାଲରେ ସେହି ପରାଜୟର ପ୍ରତିଶୋଧ ନେବାକୁ ଟିମ ଇଣ୍ଡିଆ ଚାହିଁବ। ଦ୍ୱିତୀୟ କ୍ରମାଗତ ଟି-୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିବା ପାଇଁ ଭାରତ ଚେଷ୍ଟା କରିବ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ମହିଳା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲ ଭାରତୀୟ ସମୟ ସା ୬.୩୦ରୁ ଖେଳାଯିବ। ଟସ ସା ୬ ଟାରେ ହେବ। ଷ୍ଟାର ସ୍ପୋର୍ଟସ ନେଟୱାର୍କର ମହିଳା ଟି-୨୦ ବିଶ୍ୱକପ ମ୍ୟାଚକୁ ଟେଲିକଷ୍ଟ କରିବାର ଅଧିକାର ରହିଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଆପଣ ଏହି ମ୍ୟାଚ ଦେଖିପାରିବେ। ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆନ୍ଦୋଳନ ଡାକରା ଦେଲା ଏହି ବଡ଼ ବ୍ୟାଙ୍କ୍‌, ଜାଣନ୍ତୁ ସେପ୍ଟେମ୍ୱର-ଅକ୍ଟୋବରରେ କେତେଦିନ ବନ୍ଦ ରହିବ ବ୍ୟାଙ୍କ୍‌?

ନୂଆଦିଲ୍‌ଲୀ,୧।୯: ଯଦି ଆପଣ ସେପ୍ଟେମ୍ୱର-ଅକ୍ଟୋବର ମାସରେ ବ୍ୟାଙ୍କ ସମ୍ୱନ୍ଧୀୟ କୌଣସି କାମ କରିବାକୁ ଚାହୁଁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମାସଗୁଡ଼ିକରେ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍‌ଦାର ବ୍ୟାଟିଂ ସହିତ ଟିମ୍‌କୁ ଜିତାଇଲେ…

ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri