ହରାରେ,୨୦।୯: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ରେ ଜିମ୍ବାୱେ ବିପକ୍ଷରେ ଟିମ ଇଣ୍ଡିଆ ଏକପାଖିଆ ବିଜୟ ହାସଲ କରିଛି। ଏହି ମ୍ୟାଚକୁ ଭାରତୀୟ ଦଳ ୧୦ ଉଇକେଟରେ ଜିତି ନେଇଛି। ବର୍ତ୍ତମାନ ଟିମ ଇଣ୍ଡିଆ ଏହି ସିରିଜର ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦ୍ୱିତୀୟ ମ୍ୟାଚ ମଧ୍ୟ ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯିବ। ଏହି ମ୍ୟାଚ ଜିତିବା ସହିତ ଟିମ ଇଣ୍ଡିଆ ସିରିଜ ବିଜୟ ହାସଲ କରିବାକୁ ଚେଷ୍ଟା କରିବ। ଏଥି ସହିତ ଜିମ୍ବାୱେ ଦଳ ପାଇଁ ଏହା ‘କର ବା ମର’ ମ୍ୟାଚ୍ ହେବ।
ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ହରାରେର ସୁପର ସ୍ପୋର୍ଟସ କ୍ଲବ ଗ୍ରାଉଣ୍ଡରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ଦିନ ୧୨.୪୫ରୁ ଖେଳାଯିବ। ଏହି ସିରିଜ ସୋନି ସ୍ପୋର୍ଟସ ନେଟୱାର୍କରେ ବିଭିନ୍ନ ଭାଷାରେ ଦେଖିପାରିବେ। ମ୍ୟାଚ୍ର ଲାଇଭ ଷ୍ଟ୍ରିମିଂ ସୋନି ଲିଭ୍ ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ସ୍ପୋର୍ଟସ ଚ୍ୟାନେଲରେ ପ୍ରସାରିତ ହେବ।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ
ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍
ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...
Archives


