ଆଜି ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୯ା୨: ପବିତ୍ର ମାଘ ପୂର୍ଣ୍ଣିମା ତିଥିରେ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ପୁଷ୍ପାଳକ ସେବକମାନେ ଦାରୁବିଗ୍ରହଙ୍କୁ ଏହି ବେଶ କରିବେ। ଏହି ବେଶ ଥାଇ ମହାପ୍ରଭୁଙ୍କ ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟାଧୂପ ନୀତି ହେବ। ଏହାପରେ ବେଶ ଓଲାଗି ହୋଇ ଅନ୍ୟାନ୍ୟ ନୀତି କରାଯିବ। ଗଜ ଉଦ୍ଧାରଣ ବେଶରେ ଠାକୁରଙ୍କୁ ଖିରି ଏବଂ ଅମାଲୁ ଭୋଗ ଲାଗିହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri