ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୬ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୧୫ ଏବଂ ଅନୁଗୋଳରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଖୋର୍ଦ୍ଧାରୁ ୧୦, ବାଲେଶ୍ୱରରୁ ୫, ବଲାଙ୍ଗୀର ୨, ବୌଦ୍ଧ ୩, କଟକ ୧, ଦେବଗଡ଼ ୧, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୯, ଝାରସୁଗୁଡ଼ା ୧୨, କୋରାପୁଟ ୪, ମୟୂରଭଞ୍ଜ ୫, ନବରଙ୍ଗପୁର ୪, ପୁରୀ ୧, ରାୟଗଡ଼ାରୁ ୨ ଏବଂ ସୁନ୍ଦରଗଡ଼ରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ବେଳେ ୧୨,୭୫,୫୪୨ ଜଣ ସୁସ୍ଥ ହୋଇଛନ୍ତି। ୧୩୧୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri