ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟରର ୧୧୯, ଲୋକାଲ କେସ୍‌ ୧୦

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ରାଜ୍ୟରେ ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ ୧୯ ଜିଲାର ଥିବା ବେଳେ କେନ୍ଦ୍ରାପଡ଼ାରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ସେଥିରୁ ୧୧୯ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୧୦ଜଣ ସାଧାରଣ ଜନତା। ସେହିଭଳି ଏବେ ମୋଟ ଆକ୍ଟିଭ୍‌ କେସ୍‌ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri