Posted inଜାତୀୟ

ଆଜି ଲୋକ ସଭାରେ ଆଗତ ହେବ ‘ଟ୍ରିପଲ ତଲାକ’ ବିଲ୍‌: ବିରୋଧ କରିବ କଂଗ୍ରେସ

ନୂଆଦିଲ୍ଲୀ, ୨୧।୬: ‘ଟ୍ରିପଲ ତଲାକ’ ଶୁକ୍ରବାର ଲୋକ ସଭାରେ ଆଗତ ହେବ। ଫଳରେ ୧୭ତମ ଲୋକ ସଭା ଗଠନ ହେବା ପରେ ମୋଦି ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଏହା ପ୍ରଥମ ବିଲ୍‌ ହେବ। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିବେ। ଗତ ଏନଡିଏ ସରକାର ସମୟରେ ମଧ୍ୟ ଏହି ବିଲ୍‌ ଆସିଥିଲା। କିନ୍ତୁ ରାଜ୍ୟସଭାରେ ପାରିତ ହୋଇପାରି ନ ଥିଲା। ମୁସଲିମ ମହିଳା (ବିବାହ ଅଧିକାର ସୁରକ୍ଷା) ବିଲ ୨୦୧୯ ନାମରେ ନାମିତ ଏହି ବିଲ ପାରିତ ହେଲେ ତିନି ଥର ତଲାକ କହି ଛାଡପତ୍ର ଦେଉଥିବା ମୁସଲିମ ପୁରୁଷଙ୍କୁ ୩ ବର୍ଷର ଜେଲ ହୋଇପାରିବ। ଏହି ବିଲକୁ କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ବିରୋଧ କରୁଥିଲେ। ସେମାନଙ୍କ କହିବା ଅନୁଯାୟୀ ଏହା ଘରୋଇ ମାମଲା ଏଥିରେ ଜେଲଦଣ୍ଡ କିପରି ରହିପାରିବ। ସରକାର ଯୁକ୍ତି ବାଢିଥିଲେ, ଏହା ବହୁଦିନ ଧରି କଷ୍ଟ ସହିଆସୁଥିବା ମୁସଲିମ୍‌ ମହିଳାଙ୍କୁ ଆଶ୍ୱସ୍ତି ଦେବ। ଏହା ସେମାନଙ୍କୁ ସମାନ ଅଧିକାର ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri