ଆଜି ସରିବ ବିଜେପୁର ଉପନିର୍ବାଚନ ପ୍ରଚାର: ଭୋଟରଙ୍କ ମନ ଜିଣୁଛନ୍ତି ଷ୍ଟାର ପ୍ରଚାରକ

ବିଜେପୁର, ୧୯।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ପ୍ରଚାର ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ। ଷ୍ଟାର ପ୍ରଚାରକମାନେ ପହଞ୍ଚି ମତଦାତାଙ୍କ ମନ ଜିଣୁଥିବା ବେଳେ ତିନିଦଳ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଥିବା ପରିଲକ୍ଷିତ ହେଉଛି। ନିର୍ବାଚନ ପ୍ରଚାର ଆରମ୍ଭରୁ ଏକାକୀ ବୁଲୁଥିବା କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ କୁମାର ପଣ୍ଡା କର୍ମୀଙ୍କୁ ଧରି ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛନ୍ତି। ଭାଜପା କର୍ମୀମାନେ ବୁଥ୍‌ସ୍ତରର କର୍ମୀଙ୍କ ସହ ମାନସ ମନ୍ଥନ କରୁଛନ୍ତି। ଏହିକ୍ରମରେ ବିଜେଡି ଭିନ୍ନ ପ୍ରୟାସ ଆପଣାଇ ଥିବା ପରିଲକ୍ଷିତ ହେଉଛି। ନବୀନ ସରକାରଙ୍କ ଜନ ହିତକର ଯୋଜନାକୁ ନେଇ ଏକ ପ୍ରଚାର ଗାଡ଼ି ଏହି ବ୍ଲକର ବିଭିନ୍ନ ଗ୍ରାମ ବୁଲୁଛି। ସେହିପରି ନୃତ୍ୟ, ଗୀତ, ମେଲୋଡି ମାଧ୍ୟମରେ ଏକ ପ୍ରଚାର ଗାଡି ରୀତା ସାହୁଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri