ଆଜିଠାରୁ ଟ୍ବିନ୍‌ସିଟିରେ ମଲ୍‌ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍‌ସିଟି ରେ ଥିବା ମଲ୍‌ଗୁଡିକୁ ବନ୍ଦ ଘୋଷଣା କରାଯାଇଛି। ସିନେମା ହଲ୍‌, କ୍ଲବ୍‌ ଆଦି ବନ୍ଦ ହେବା ପରେ ଭୁବନେଶ୍ୱର ଓ କଟକରେ ଥିବା ବଡ଼ ବଡ଼ ମଲ୍‌ରେ ଲୋକଙ୍କ ଗହଳି ଦେଖିବାକୁ ମିଳୁଥିଲା। ଏହାକୁ ନେଇ ନାନା ଆଶଙ୍କା ପ୍ରକାଶ ପାଇବା ପରେ ଏବେ କମିଶନରେଟ ପୋଲିସ ପକ୍ଷରୁ କଟକଣା ଲଗାଯାଇଛି। ଅର୍ବାନ ପୋଲିସ ଆକ୍ଟ-୩୫ ଅନୁଯାୟୀ, ଜରୁରିକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ମଲ୍‌ଗୁଡିକୁ ସୋମବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ବନ୍ଦ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri