Posted inଫୁରସତ

ଆଜିଠାରୁ ବଦଳିଲା ହ୍ବାଟ୍ସଆପ୍‌, ଜୀବନବୀମା, ଏଟିଏମ୍‌ ସହ ଜଡ଼ିତ ଏସବୁ ନିୟମ: ଜାଣନ୍ତୁ…

୨୦୨୦ ଫେବୃୟାରୀ ପହିଲାରୁ ବଦଳିଛି ଅନେକ ନିୟମ। ଏଟିଏମ୍‌, ହ୍ବାଟ୍ସଆପ୍‌, ଜୀବନବୀମା, ଏଟିଏମ୍‌ ଏବଂ ଡାକଘର ସମ୍ପର୍କିତ ଅନେକ ନିୟମ ଶନିବାରଠାରୁ ବଦଳିଛି।

ହ୍ବାଟ୍ସଆପ୍‌: ଫେବୃୟାରୀ ୧ରୁ ଲକ୍ଷାଧିକ ସ୍ମାର୍ଟଫୋନ୍‌ରେ ହ୍ବାଟ୍ସଆପ୍‌ କାମ କରିବ ନାହିଁ। କାରଣ କମ୍ପାନୀ ଏହାକୁ ବନ୍ଦ କରିଛି। ୨.୩.୭ ଆଣ୍ଡ୍ରଏଡ୍‌ ଭର୍ସନ ଏବଂ ଆଇଓଏସ୍‌ ୭ ଥିବା ସ୍ମାର୍ଟଫୋନ୍‌ରେ ଏହା କାମ କରିବ ନାହିଁ ବୋଲି ଜଣାପଡ଼ିଛି।

ଏଲ୍‌ଆଇସି: ଏଲ୍‌ଆଇସି (ଜୀବନ ବୀମା ନିଗମ)ର ନିର୍ଦ୍ଦେଶାନୁଯାୟୀ ୨୩ଟି ଯୋଜନା ବନ୍ଦ ହୋଇଛି। ଜୀବନ ଆନନ୍ଦ, ଜୀବନ ଲକ୍ଷ୍ୟ, ଜୀବନ ତରୁଣ, ଜୀବନ ଉମଙ୍ଗ ଭଳି ଯୋଜନା ସାମିଲ ରହିଛି। ଏହାଛଡ଼ା ୟୁନିଟ୍‌ ଲିକ୍ଡ ପ୍ଲାନ୍‌ ଏବଂ ନ୍ୟୁ ଏଣ୍ଡାଓମେଣ୍ଟ ପ୍ଲାନ୍‌କୁ ଏଲ୍‌ଆଇସି ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି।

ଡାକ ବିଭାଗ/ଏଟିଏମ୍‌: ଡାକଘରେ ଟଙ୍କା ଜମା ରଖୁଥିବା ଲୋକମାନଙ୍କୁ ମୋବାଇଲ ନମ୍ବର ଅପ୍‌ଡେଟ୍‌ କରିବା ତଥା ଏଟିଏମ୍‌ (ମ୍ୟାଗ୍ନେଟିକ୍‌ ଚିପ୍‌) ବିଶିଷ୍ଟ ଆଦିକୁ ବଦଳାଇବାକୁ କୁହାଯାଇଥିଲା। ଯଦି ଏହା କେହି କରି ନ ଥାଆନ୍ତି, ତେବେ ଆଜିଠାରୁ ଏଟିଏମ୍‌ ବନ୍ଦ ହୋଇଯିବ। ଫଳରେ ଆପଣଙ୍କୁ ଘରୋଇ ଶାଖାକୁ ଯାଇ କାର୍ଡ ବଦଳାଇବାକୁ ପଡ଼ିବ। ଏଥିସହ ମୋବାଇଲ ନଂ. ଅପ୍‌ଡେଟ୍‌ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?