ଆଜିଠାରୁ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର,୩୦-୮(ବ୍ୟୁରୋ):ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଯୁକ୍ତ ୨ କଲେଜଗୁଡିକରେ ଖାଲିଥିବା ସିଟ୍‌ ପୂରଣ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଥିବା ବେଳେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ଶନିବାର ଅପରାହ୍ନ ୫ଟା ମଧ୍ୟରେ ନାମ ଲେଖାଇ ପାରିବେ।
ମିଳିଥିବା ସୂଚନା ମୁତାବକ, ଦ୍ୱିତୀୟ ପର୍ଯ୍ୟାୟରେ ନାମଲେଖା ଲାଗି ମୋଟ ୩୯,୦୫୦ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ମୋଟ ୩୬, ୩୧୭ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏଥିରେ ୧୬, ୯୩୬ ଜଣ ଛାତ୍ରୀ ରହିଥିବା ବେଳେ ୧୯,୩୮୧ଜଣ ଛାତ୍ର ରହିଛନ୍ତି। ସେହିଭଳି କଳା ବିଭାଗରେ ୧୭, ୩୩୫ଜଣ ନାମଲେଖା ପାଇଁ ମନୋନୀତ ହୋଇଥିବା ବେଳେ ବିଜ୍ଞାନରେ ୮,୭୬୬, ବାଣିଜ୍ୟରେ ୪,୭୧୧, ସଂସ୍କୃତରେ ୩,୫୯୫ ଓ ଧନ୍ଦାମୂଳକ ଶିକ୍ଷାରେ ୧୯୧୦ଜଣ ଯୋଗ୍ୟ ବିବେଚିତ ହୋଇଛନ୍ତି। ଅନ୍ୟପକ୍ଷରେ ସାମ୍‌ସ ପକ୍ଷରୁ ମିଳିଥିବା ସୂଚନା ମୁତାବକ ୨୦୧୯-୨୦ ଶିକ୍ଷାବର୍ଷରେ ମୋଟ ୪,୪୨,୨୯୫ ସିଟ୍‌ରେ ଯୁକ୍ତ ନ ନାମଲେଖା ଅନୁଷ୍ଠିତ ହେଉଛି। ପ୍ରଥମ ପର୍ଯ୍ୟାୟ ନାମଲେଖାରେ ୩,୧୦,୩୭୫ ସିଟ୍‌ ପୂରଣ ହୋଇଥିବା ବେଳେ ଆଉ ୧,୩୧,୯୨୦ ସିଟ୍‌ ଖାଲିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri