ଆଜିଠୁ ‘କୃଷି ଓଡ଼ିଶା-୨୦୨୦’

ଭୁବନେଶ୍ୱର,୨୦।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହେବ ରାଜ୍ୟସ୍ତରୀୟ କୃଷି ମହୋତ୍ସବ ‘କୃଷି ଓଡ଼ିଶା-୨୦୨୦’। ଦେଶ, ବିଦେଶରେ କୃଷି କ୍ଷେତ୍ରରେ ପ୍ରୟୋଗ ହେଉଥିବା ନୂତନ ଜ୍ଞାନକୌଶଳ ଓ କୃଷି ପ୍ରଣାଳୀ ସହିତ ରାଜ୍ୟର କୃଷକମାନଙ୍କୁ ପରିଚିତ କରାଇବା ଲକ୍ଷ୍ୟରେ ଆୟୋଜିତ ଏହି ମହୋତ୍ସବ ୫ ଦିନ ଧରି ଚାଲିବ। ଏହି ଅବସରରେ ପ୍ରତ୍ୟହ ପାଠଶାଳା ଓ ଆଲୋଚନାଚକ୍ର ଆୟୋଜିତ ହେବ। ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ପ୍ରାୟ ୧୧୨ କମ୍ପାନୀ ଏଥିରେ ଯୋଗଦେବେ। କୃଷିର ଗୁରୁତ୍ୱ ଏବଂ କୃଷକଙ୍କ ଅବଦାନକୁ ସ୍ବୀକୃତି ପ୍ରଦାନ ସହ କୃଷି କ୍ଷେତ୍ରରେ ନୂତନ ଜ୍ଞାନକୌଶଳର ପ୍ରଦର୍ଶନ ଲକ୍ଷ୍ୟରେ ଚଳିତ ବର୍ଷ ମହୋତ୍ସବରେ ୨୨୮ ଷ୍ଟଲ ନିର୍ମାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri