ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ: ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେଲା ପ୍ରବେଶପତ୍ର

ଭୁବନେଶ୍ୱର,୫।୧(ବ୍ୟୁରୋ): ସର୍ବସାଧାରଣଙ୍କ ନିମନ୍ତେ ୫ ତାରିଖ ରବିବାରଠାରୁ ଖୋଲାଯିବ ରାଜଭବନ ଉଦ୍ୟାନ। ଲୋକଙ୍କୁ ସହଜ ଓ ସୁବିଧାରେ ପ୍ରବେଶପତ୍ର ମିଳିବା ଉଦ୍ଦେଶ୍ୟରେ ରାଜଭବନ ପକ୍ଷରୁ ମୋବାଇଲ୍‌ ଆପ୍‌ ଓ ଓ୍ବେବ୍‌ସାଇଟ୍‌ରେ ବ୍ୟବସ୍ଥା କରାଯାଇଛି। ସର୍ବସାଧାରଣ ରାଜଭବନର ସରକାରୀ ଓ୍ବେବ୍‌ସାଇଟ୍‌ rajbhavanodisha.gov.in କୁ ଯାଇ ଏହାର ହୋମ୍‌ ପେଜ୍‌ ଉପରେ ଥିବା ‘Raj Bhavan Services’ ପାର୍ଶ୍ୱରେ ଉଲ୍ଲିଖିତ ଡାଉନ୍‌ଲୋଡ୍‌ ଆପ୍‌ରେ କ୍ଲିକ୍‌ କରି ନିଜର ପ୍ରବେଶପତ୍ର ପ୍ରସ୍ତୁତ କରିପାରିବେ। ସେହିଭଳି ସ୍ମାର୍ଟ ଫୋନ୍‌ରେ ଗୁଗଲ ପ୍ଲେ ଷ୍ଟୋରରୁ ‘Rajbhavan Odisha’ରେ ପ୍ରବେଶ ପତ୍ର କରିପାରିବେ। ପ୍ରବେଶପତ୍ର ପାଇବାରେ ସମସ୍ୟା ଓ ଭିଡ଼ରୁ ମୁକ୍ତି ପାଇବା ପାଇଁ ଏହି ଦୁଇଟି ବ୍ୟବସ୍ଥାର ସୁବିଧା ନେବା ନିମନ୍ତେ ରାଜଭବନ ପକ୍ଷରୁ ସର୍ବସାଧାରଣଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri