Posted inଜାତୀୟ

ଆଜିଠୁ ଦେଶରେ ଲାଗୁହେଲା ଏହିସବୁ ନିୟମ, ହୋଇଯାନ୍ତୁ ସତର୍କ

ନୂଆଦିଲ୍ଲୀ, ୧।୧୦: ଅକ୍ଟୋବର ୧ ଅର୍ଥାତ୍‌ ଆଜିଠୁ ଦେଶର ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି।

  • ୨ ଅକ୍ଟୋବରରୁ ସାରା ଦେଶରେ ପ୍ଲାଷ୍ଟିକରୁ ପ୍ରସ୍ତୁତ ଜିନିଷ ବ୍ୟବହାର ଉପରେ କଟକଣା ଲଗାଯାଇଛି। ଦେଶରେ ବଢ଼ୁଥିବା ପ୍ରଦୂଷଣକୁ ଦେଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
  • ଅକ୍ଚୋବର ୧ରୁ ଯଦି ଜଣେ କର୍ମଚାରୀ ସରକାରୀ ଚାକିରି ୭ ବର୍ଷ କରିଛନ୍ତି, ତାପରେ ତାଙ୍କର ମୃତ୍ୟୁ ଘଟୁଛି ତାହେଲେ ତାହାଲେ ତାଙ୍କ ପରିବାର ଲୋକଙ୍କୁ ବର୍ଦ୍ଧିତ ପେନସନ ମିଳିବ।
  • ଆଜିଠୁ ବ୍ୟାଙ୍କ୍‌ ୧୦ଟାରୁ ୪ଟା ଖୋଲା ରହିବ।
  • ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ସେବା ଯୋଗାଉଥିବା ଏସବିଆଇ ତା’ର ଗ୍ରାହକଙ୍କୁ ସେଭିଙ୍ଗସ ଆକାଉଣ୍ଟ ଫି କମ କରିବାକୁ ଯାଉଛି। ଅକ୍ଚୋବର ୧ରୁ ଏହି ନୂଆ ନିୟମ ଲାଗୁ ହେବ। ଏହାଦ୍ୱାରା ୩୨ କୋଟି ଗ୍ରାହକ ଉପକୃତ ହେବେ। ସହରାଞ୍ଚଳ ଏବଂ ମେଟ୍ରୋ ଅଞ୍ଚଳରେ ଥିବା ବ୍ୟାଙ୍କ ଶାଖାଗୁଡ଼ିକରେ ସର୍ବନିମ୍ନ ୩ ହଜାର ଟଙ୍କା ରହିବ। ଯଦି ୩ ହଜାରରୁ କମ ଟଙ୍କା ରହିବ ଅର୍ଥାତ୍‌ ୭୫ ପ୍ରତିଶତ ରହିବ ତାହେଲେ ୮୦ ଟଙ୍କା ଜରିିମାନା ସହିତ ଜିଏସଟି ଚାର୍ଜ ଦେବାକୁ ପଡ଼ିବ ବୋଲି ଏସବିଆଇ ନିୟମ କରିଛି।
  • ସେହିପରି ପେଟ୍ରୋଲ ପମ୍ପରେ ଏସବିଆଇ କ୍ରେଡିଟ୍‌ କାର୍ଡରେ ପେମେଣ୍ଟ କଲାବେଳେ ଯେଉଁ ୦.୭୫ କ୍ୟାସ୍‌ବ୍ୟାକ୍‌ ତାହାକୁ ଅକ୍ଟୋବର ୧ରୁ ବନ୍ଦ କରିଦେଇଛି ଏସବିଆଇ।
  • ଅକ୍ଟୋବର ୧ରୁ ରେଜିଷ୍ଟ୍ରେସନ ସାର୍ଟିଫିକେଟ (ଆରସି) ବାହାର କରିବା ବେଳେ ଡ୍ରାଇଭିଂ ଲାଇସେନ୍ସ ନମ୍ବର ବାଧ୍ୟତାମୂଳକ ହେବ।
  • ଅକ୍ଚୋବର ୧ରୁ ଅନେକ ଜିନିଷରେ ଜିଏସଟି ଦର ମଧ୍ୟ କମିଯିବ। ୧୦୦୦ ଟଙ୍କା ପର୍ଯ୍ୟନ୍ତ ଭଡ଼ା ଦେଉଥିବା ବ୍ୟକ୍ତିଙ୍କୁ ଜିଏସଟି ଦେବାକୁ ପଡ଼ିବ ନାହିଁ।
  • ଅକ୍ଟୋବର ୧ରୁ ଏନଇଏଫଟିରୁ ଅନଲାଇନ୍‌ ଫଣ୍ଡ୍‌ ଟ୍ରାନ୍ସଫର୍‌ ଉପରେ ୨ରୁ ୨୦ ଟଙ୍କା ପର୍ଯ୍ୟନ୍ତ କର ଲାଗିବ।

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri