ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୩ା୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ ପରୀକ୍ଷା ରହିଛି। ତେବେ ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ଶେଷ ହେବ। ପରୀକ୍ଷାର୍ଥୀମାନେ ସକାଳ ୯ଟା ୪୫ ସୁଦ୍ଧା ନିଜ ସିଟ୍‌ରେ ବସିବା ପାଇଁ ପରିଷଦ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଚଳିତବର୍ଷ ୧୧୪୩ କେନ୍ଦ୍ରରେ ପରୀକ୍ଷା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ମୋଟ ୩ ଲକ୍ଷ ୫୦ ହଜାର ୮ଶହ ପରୀକ୍ଷାର୍ଥୀ ରହିଥିବାବେଳେ ବିଜ୍ଞାନରେ ୯୭ ହଜାର ୫୪୬ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଆସନ୍ତା ୨୮ତାରିଖରେ ଯୁକ୍ତ୨ ପରୀକ୍ଷା ସରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri