ଆଜିଠୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ବସିବେ ୩୫ ବ୍ୟବସାୟୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): ଗୁରୁବାରଠାରୁ ରାଜ ମହଲଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ୩୫ ବ୍ୟବସାୟୀଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିଛି। ଏଥିମଧ୍ୟରେ ୨୨ ପରିବା ଦୋକାନ, ୯ ଗ୍ରସେରି ଦୋକାନ ଏବଂ ୨ଟି ଲେଖାଏ ଫଳ ଓ କ୍ଷୀର ଦୋକାନ ରହିବ ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବୁଧବାର ସୂଚନା ଦେଇଛି। ଆଡିଶନାଲ କମିଶନର ସୁରଥଚନ୍ଦ୍ର ମଲ୍ଲିକ୍‌ଙ୍କ ତତ୍ତ୍ୱାବଧାନତାରେ ଡେପୁଟି କମିଶନର ଅଶୋକ ମହାନ୍ତି ଓ ଦକ୍ଷିଣ ପୂର୍ବ ଜୋନର ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥ ଏହାର ତଦାରଖ କରିବେ। ଇତିମଧ୍ୟରେ ବ୍ୟବସାୟୀଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନ ଆବଣ୍ଟନ କରଯାଇଛି। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବିଏମ୍‌ସି ଏହି ପଦକ୍ଷେପ ନେଇଥିବା ଆଡିଶନାଲ କମିଶନର ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri