Posted inଜାତୀୟ

ଆଜିର ଦିନରେ ରାଜଧାନୀ ମାନ୍ୟତା ପାଇଥିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୩।୨: ୧୯୩୧, ଫେବୃୟାରୀ ୧୩ ଅର୍ଥାତ୍‌ ୮୯ ବର୍ଷ ପୂର୍ବେ ଠିକ୍‌ ଆଜିର ଦିନରେ ଦିଲ୍ଲୀ ଦେଶର ରାଜଧାନୀ ଭାବେ ମାନ୍ୟତା ପାଇଥିଲା। ତେଣୁ ଏହି ଦିନଟି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ଅଭୁଲା ଦିନ। ଯଦିଓ ୧୯୧୧, ଡିସେମ୍ବର ୧୧ରେ ଜର୍ଜ ପଞ୍ଚମ ଦିଲ୍ଲୀ ଦେଶର ରାଜଧାନୀ ହେବାର ଘୋଷଣା କରିଥିଲେ। କିନ୍ତୁ ରାଜଧାନୀ ଭାବେ ଦିଲ୍ଲୀ ଫେବୃୟାରୀ ୧୩, ୧୯୩୧ରୁ କାର୍ଯ୍ୟକାରୀ ହୋଇଥିଲା। ପ୍ରଥମେ ଦେଶର ରାଜଧାନୀ କଲିକତା(ଏବେ କୋଲକାତା) ଥିଲା। କଲିକତା ବଦଳରେ ଦିଲ୍ଲୀକୁ ବ୍ରିଟିଶ୍‌ ଭାରତର ରାଜଧାନୀ କରିବାକୁ ୧୯୧୧ରେ ଭାଇସରୟ ଲର୍ଡ ହର୍ଡିଙ୍ଗ ଏକ ଚିଠି ଲଣ୍ଡନ ପଠାଇଥିଲେ। ୧୯୩୧, ଫେବୃୟାରୀ ୧୩ରେ ଗଭର୍ନର ଜେନେରାଲ ଲର୍ଡ ଇରଓ୍ବିନ୍‌ ଦିଲ୍ଲୀକୁ ରାଜଧାନୀ ଭାବେ ବିଧିବଦ୍ଧ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri