Odisha Elections 2024

ଆଠମଲ୍ଲିକରେ ରମେଶ ସାଏ ୪୬୮୭୬ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୩୫ ରାଉଣ୍ଡ ଶେଷସୁଦ୍ଧା ୪୬୮୭୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୮୪୮୯୮ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୩୮୦୨୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୩୦୫୯୩ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri