Posted inଜାତୀୟ

ଆଡଓ୍ବାଣୀଙ୍କ ପ୍ରତି ଅନ୍ୟାୟ ମୋତେ ଭାଜପାରୁ ବାହାରିବାକୁ ବାଧ୍ୟ କଲା: ଶତ୍ରୁଘ୍ନ

ପାଟନା,୧୫।୫: ଭାଜପା ଏବେ ଲୋକତନ୍ତ୍ରଠାରୁ ଦୂରେଇବାରେ ଲାଗିଛି ବୋଲି କଂଗ୍ରେସ ସଦସ୍ୟ ଶତ୍ରୁଘ୍ନ ସିହ୍ନା ଅଭିଯୋଗ କରିଛନ୍ତି। ଏଠାରେ ସ୍ବେଚ୍ଛାଚାରୀ ଶାସନ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବରୁ ଅଟଳ ବିହାରୀ ବାଜପେୟୀଙ୍କ ଶାସନ ସମୟରେ ଏଠାରେ ସ୍ଥିତି ଭିନ୍ନ ଥିଲା। ଭାଜପାର ପ୍ରାଣ ପ୍ରତିଷ୍ଠାତା ଲାଲକୃଷ୍ଣ ଆଡଓ୍ବାଣୀଙ୍କ ଉପରେ ବାରମ୍ବାର ଅନ୍ୟାୟ ମୋତେ ଭାଜପା ଛାଡିବାକୁ ବାଧ୍ୟ କରିଥିଲା ବୋଲି ଶତ୍ରୁଘ୍ନ କହିଛନ୍ତି। ଭାଜପାରେ ୨୦ ବର୍ଷ କାମ କରିବା ମଧ୍ୟରେ ଭିନ୍ନ ଭିନ୍ନ ସ୍ଥିତିର ସାମନା କରିବାକୁ ପଡ଼ିଥିଲା। ତେବେ ବର୍ତ୍ତମାନ ଏଠାରେ କେବଳ ମୋଦିଙ୍କ ଶାସନ ହିଁ ଜାରି ରହିଛି। ଏହା ଭାଜପା ତଥା ଭାରତ ଭଳି ଗଣତାନ୍ତ୍ରିକ ରାଷ୍ଟ୍ର ପାଇଁ ଅନୁକୂଳ ନୁହେଁ ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri