ଆଡ଼ିଆ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ବନ୍ତ,୨୬।୬(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ବାବାଜୀ ନାୟକଙ୍କ ୧ ଓ ଜଗବନ୍ଧୁ ନାୟକଙ୍କ ୧ ବଖରା ଘର ସହିତ ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଆଗରପଡା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ବାଲିଆପାଳ ସବ୍‌ରେଜିଷ୍ଟ୍ରାର

ବାଲେଶ୍ୱର, ୭।୧୧(ବାଞ୍ଛାନିଧି ଦେ): ‘ବାଜ୍ୟାପ୍ତି ସ୍ଥିତିବାନ’ ଜମିର ଦଲିଲ ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମାମଲାରେ ବାଲେଶ୍ୱର ଜିଲା ଅନ୍ତର୍ଗତ ବାଲିଆପାଳ ସବ୍‌ ରେଜିଷ୍ଟ୍ରାର୍‌ ମନୀଷା ମିଶ୍ରଙ୍କୁ…

ଅଧିକାଂଶ ଅଫିସରେ ଏମିତି ଦୁର୍ନୀତିଗ୍ରସ୍ତ ଅଫିସର ଅଛନ୍ତି: ଏମ୍‌ପି ପ୍ରତାପ

ବାଲେଶ୍ୱର,୮।୧୧(ବାଞ୍ଛାନିଧି ଦେ): ବାଲିଆପାଳର ସବ୍‌ ରେଜିଷ୍ଟ୍ରାର ମନୀଷା ମିଶ୍ର ଭିଜିଲାନ୍ସ ଟିମ୍‌ ଦ୍ୱାରା ଲାଞ୍ଚ ନେଉଥିବା ବେଳେ ଧରାପଡ଼ି ଗିରଫ ହେବା ଜାଣି ଏମ୍‌ପି ପ୍ରତାପ ଚନ୍ଦ୍ର…

ଏତିକି ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମହିଳା ସବ୍‌-ରେଜିଷ୍ଟ୍ରାର, ଚାକିରି ଜୀବନ ଆରମ୍ଭରୁ ଦୁର୍ନୀତି ପଙ୍କରେ…

ବାଲିଆପାଳ,୬ା୧୧: ଜମି ପଞ୍ଜୀକରଣ ପାଇଁ ଲାଞ୍ଚ ନେବା ମହିଳା ଅଧିକାରୀଙ୍କୁ ପଡ଼ିଛି ଭାରି। ସାଧାରଣ ଲୋକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?