ଆଣ୍ଟାସିଡ୍‌ ଏବଂ ପାକସ୍ଥଳୀ

ପେଟଜନିତ କିଛି ସମସ୍ୟା ଥିଲେ ଡାକ୍ତର ଆମକୁ କେତେକ ଔଷଧ ବ୍ୟତୀତ ଆଣ୍ଟାସିଡ୍‌ ଖାଇବାକୁ ପରାମର୍ଶ ଦେଇଥାଆନ୍ତି। ହେଲେ ଏହାକୁ ଦୀର୍ଘଦିନ ଧରି ଖାଇଲେ ତାହାର ପ୍ରଭାବ ପାକସ୍ଥଳୀ ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ପାକସ୍ଥଳୀଜନିତ ସସମ୍ୟା ଉପରେ ତର୍ଜମା କରିବା ସମୟରେ ସେମାନେ କେତେକ ନୂଆ ତଥ୍ୟ ବିଷୟରେ ଅବଗତ ହୋଇଥିଲେ। ସେଗୁଡିକ ମଧ୍ୟରେ ଥିଲା ଆଣ୍ଟାସିଡ୍‌ ବ୍ୟବହାର। ଅଧିକ ଦିନ ଏହାକୁ ଖାଇଲେ ତାହାର କୁପ୍ରଭାବ ପାକସ୍ଥଳୀ ଉପରେ ପଡିବାର ସେମାନେ ଜାଣିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri