ଆଣ୍ଠୁଗଣ୍ଠି ସମସ୍ୟା ଦୂର ପାଇଁ କରନ୍ତୁ ଏହି ଯୋଗାସନ

ଯୋଗ ଶିକ୍ଷାରେ ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ପାଇଁ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ ଅନ୍ୟାନ୍ୟ ଜୋଡ଼ ସ୍ଥାନ ମାନଙ୍କର ସମସ୍ୟାକୁୁ ଦୂର କରିବାରେ ସହାୟକ ହୋଇଥାଏ। ଯେଉଁ ଲୋକମାନଙ୍କର ଦୀର୍ଘଦିନରୁ କାନ୍ଧରେ ଯନ୍ତ୍ରଣା କିମ୍ବା ଅଙ୍ଗ ପ୍ରତ୍ୟଙ୍ଗରେ ଅସୁବିଧା ଥିବ। ସେମାନେ ଏହି ଆସନ କରିବା ଉଚିତ୍‌।
କେମିତି କରିବେ ଏହି ଯୋଗ
ପ୍ରଥମେ ଭୂମିରେ ଶୁଅନ୍ତୁ ଓ ପାଦକୁ ଯୋଡ଼ି ଦିଅନ୍ତୁ। ଶରୀରକୁ ସିଧା ରଖନ୍ତୁ ଓ ହାତକୁ ଭୂମିରେ ସ୍ପର୍ଶ କରି ରଖନ୍ତୁ।
ଏବେ ହାତକୁ ଭୂମିରେ ଆପଣଙ୍କ ଅଣ୍ଟା ପାଖରେ ଲଗେଇ ରଖନ୍ତୁ। ମୁହଁ ଉପରକୁ କରନ୍ତୁ।
ଏବେ ଦୁଇ ପାଦକୁ ଧୀରେ ଧୀରେ ଉପରକୁ ଉଠାନ୍ତୁ। ଏହି ପ୍ରକ୍ରିୟା କରିବା ବେଳେ ପେଟକୁ ସଂକୁଚିତ କରନ୍ତୁ ଓ ନିଶ୍ୱାସକୁ ଭିତରକୁ ନିଅନ୍ତୁ।
ଦୁଇ ପାଦକୁ ମୁଣ୍ଡର ପଛ ପାଖକୁ ଲଗେଇବାକୁ ଚେଷ୍ଟା କରନ୍ତୁ।
ହଳାସନର ପୁରା ସ୍ଥିତକୁ ଆସିବା ପରେ ୧୦ରୁ ୧୨ ସେକେଣ୍ଡ ପର୍ଯ୍ୟନ୍ତ ଏହି ଏକା ସ୍ଥିତିରେ ରୁହନ୍ତୁ ନିଶ୍ୱାସ ସ୍ବାଭାବିକ ଭାବରେ ନିଅନ୍ତୁ।
ପୁଣି ପୂର୍ବାବସ୍ଥାକୁ ଆସିବା ପାଇଁ ହେଲେ ଆଣ୍ଠୁକୁ ବିନା ମୋଡ଼ି ବେକ ଓ କାନ୍ଧରେ ଜୋର ଦେଇ ଧୀରେ ଧୀରେ ପୁନଃ ନିଜ ସ୍ଥିତିକୁ ଆସନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri