Posted inଜାତୀୟ

ଆତଙ୍କବାଦର ମୁକାବିଲା ପାଇଁ କଡ଼ା ପଦକ୍ଷେପ: ୧୦ ହଜାର ସୁରକ୍ଷାକର୍ମୀ ଯିବେ ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୨୭।୭: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲଙ୍କ ୨ ଦିନିଆ ଜମ୍ମୁ-କଶ୍ମୀର ଗସ୍ତ ପରେ କେନ୍ଦ୍ର ସରକାର ଆତଙ୍କବାଦର ମୁକାବିଲା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଜମ୍ମୁ-କଶ୍ମୀରରେ ଶାନ୍ତି ଲାଗି ଅଧିକ ୧୦ ହଜାର ସୁରକ୍ଷାକର୍ମୀଙ୍କୁ ଏଠାକୁ ପଠାଯିବା ପାଇଁ ଯୋଜନା କରାଯାଇଛି। ସେମାନଙ୍କୁ ଆତଙ୍କବାଦ ନିରୋଧୀ ଅପରେଶନ୍‌ରେ ନିୟୋଜିତ କରାଯିବ। ଏହି ସୁରକ୍ଷାକର୍ମୀଙ୍କୁ ଉତ୍ତର କଶ୍ମୀରରେ ମୁତୟନ କରାଯିବ ବୋଲି ଜମ୍ମୁ-କଶ୍ମୀର ଡିଜି ଦିଲ୍‌ବାଗ୍‌ ସିଂ ସୂଚନା ଦେଇଛନ୍ତି। ଉତ୍ତର କଶ୍ମୀରରେ ଶହେ କମ୍ପାନୀ ସୁରକ୍ଷାକର୍ମୀ ଅଛନ୍ତି। ପ୍ରତି କମ୍ପାନୀରେ ଶହେ ଜଣ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯିବାର ଯୋଜନା ରହିଥିବା ସେ କହିଛନ୍ତି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ମଧ୍ୟ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦୁର୍ଗାପୂଜା ପୂର୍ବରୁ ବଡ଼ TMCରେ ବଡ଼ ହଲଚଲ: ଭାଜପାରେ ସାମିଲ ହେବେ ୧୭ ବିଦ୍ରୋହୀ ସାଂସଦ, ବଡ଼ ଦାବି କଲେ…

କୋଲକାତା,୧୪।୯: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (TMC) ଛାଡ଼ି ନ୍ୟାସନାଲିଷ୍ଟ ସିଟିଜେନ ପାର୍ଟି ଅଫ ଇଣ୍ଡିଆ (NCPI)ରେ ଯୋଗ ଦେଇଥିବା କୁଚବିହାର ସାଂସଦ ଜଗଦୀଶ ଚନ୍ଦ୍ର ବର୍ମା…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?