ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର ନ କରି ସକାଳୁ ମତଦାନ କେନ୍ଦ୍ର ସମ୍ମୁଖରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ଲୋକମାନେ ଉତ୍ସାହର ସହିତ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ଆବଶ୍ୟକ ସ୍ଥଳେ ସନ୍ଦିଗ୍ଧ ବ୍ୟକ୍ତି ବିଶେଷ ଯାନ ବାହନକୁ ଯାଞ୍ଚ୍‌ କରାଯାଉଛି। ଏଠାରେ ଅତିରିକ୍ତ ଶହେ କମ୍ପାନୀ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri