Posted inଜାତୀୟ

ଆତଙ୍କବାଦୀ ଶରଣକାରୀଙ୍କର ହେବ ପର୍ଦ୍ଦାଫାଶ୍‌: ମୋଦି

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ ଅବସରରେ ପାକିସ୍ତାନକୁ କରିଛନ୍ତି ସମାଲୋଚନା। ସେ ପାକିସ୍ତାନର ନାମ ନ ନେଇ କହିଛନ୍ତି ଯେ, ଆତଙ୍କବାଦୀ ଶରଣକାରୀଙ୍କର ପର୍ଦ୍ଦାଫାଶ୍‌ ହେବ। ପୃଥିବୀରେ ଆତଙ୍କବାଦୀଙ୍କ ଯୋଗୁ ପ୍ରତିଦିନ ବହୁ ଲୋକଙ୍କର ମୃତ୍ୟୁ ଘଟୁଛି। ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶ, ଶ୍ରୀଲଙ୍କା, ଆଫଗାନିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଜାରି ରହିଛି। ଏହାର ମୁକାବିଲା ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri