Posted inଜାତୀୟ

ଆତଙ୍କବାଦୀଙ୍କ ଗୁଳିରେ ୨ ଯବାନ ଶହୀଦ

ଶ୍ରୀନଗର,୨୧ା୫: ଜମ୍ମୁ-କଶ୍ମୀରର ଶ୍ରୀନଗର ଉପକଣ୍ଠ ପଣ୍ଡାଚ ଅଞ୍ଚଳରେ ବୁଧବାର ଆତଙ୍କବାଦୀଙ୍କ ଗୁଳିମାଡ଼ରେ ବିଏସ୍‌ଏଫ୍‌ର ୨ ଜଣ ଯବାନ ଶହୀଦ ହୋଇଛନ୍ତି। ପିକେଟିଂ କରୁଥିବା ଯବାନଙ୍କ ଉପରକୁ ମୋଟରସାଇକେଲରେ ଆସିଥିବା ଆତଙ୍କବାଦୀ ଗୁଳି ଚଳାଇଥିଲେ। ଆହତ ଦୁଇ ଯବାନଙ୍କୁ ସୌରାସ୍ଥିତ ଏସ୍‌କେଆଇଏମ୍‌ଏସ୍‌ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ପହଞ୍ଚତ୍ବା ପୂର୍ବରୁ ଜଣକର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri