ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଥିବା ନେଇ ବିଭିନ୍ନ ସମୟରେ ଗୋଇନ୍ଦା ରିପୋର୍ଟ ଦେଉଛି। ନିକଟରେ ପୁଣି ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବା ଭାରତୀୟ ଗୋଇନ୍ଦା ବିଭାଗ ରିପୋର୍ଟ ଦେବା ସହ ସଜାଗ ଓ ସତର୍କ ରହିବାକୁଓଡ଼ିଶା ପୋଲିସକୁ ପରାମର୍ଶ ଦେଇଛି। ରାଜ୍ୟ ପୋଲିସ ଏ ନେଇ ଜିଲା ପ୍ରଶାସନ ଏବଂ ପୋଲିସକୁ ମଧ୍ୟ ଅବଗତ କରାଇଛି। ତେବେ ଶ୍ରୀମନ୍ଦିରର ସୁରକ୍ଷା ଦୃଷ୍ଟିକୋଣରୁ ପ୍ରତ୍ୟେକ ଛୋଟ ଛୋଟ ପ୍ରସଙ୍ଗକୁ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ହେଲେ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ପୋଲିସ ଏହାକୁ ଗୁରୁତ୍ୱ ଦେବା ଭଳି ମନେ ହେଉନାହିଁ। ଏ ଯାଏ ସେବକଙ୍କୁ ପରିଚୟପତ୍ର ନ ମିଳିବା ଘଟଣା ପ୍ରଶାସନିକ ଅଧିକାରୀଙ୍କ ଖାମଖିଆଲ ମନୋଭାବକୁ ସ୍ପଷ୍ଟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri