Posted inଜାତୀୟ

ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର ବିଫଳ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୧।୧୨: ଭାରତରେ ବଡ଼ ଧରଣର ଆକ୍ରମଣ କରିବା ପାଇଁ ଆତଙ୍କବାଦୀଙ୍କ ଏକ ଷଡ଼ଯନ୍ତ୍ର ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ସୋପୋରରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ୩୨ ରାଷ୍ଟ୍ରୀୟ ରାଇଫଲସ୍‌, ସ୍ପେଶାଲ ଅପରେଶନ୍‌ ଗ୍ରୁପ୍‌ ଏବଂ ସିଆର୍‌ପିଏଫ୍‌ ୯୨ ବାଟାଲିୟନ୍‌ ଯବାନଙ୍କ ମିଳିତ ସର୍ଚ୍ଚ ଅପରେଶନ୍‌ରେ ସ୍ଥାନୀୟ ଦାଲରି ଜଙ୍ଗଲରୁ ଏହି ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଏନେଇ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri