Posted inଜାତୀୟ

ଆତଙ୍କବାଦୀଙ୍କ ହିଟ୍‌ଲିଷ୍ଟରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ ଏବେ ଆତଙ୍କବାଦୀଙ୍କ ଟାର୍ଗେଟରେ ଅଛନ୍ତି। ତାଙ୍କ ଉପରେ ଆତ୍ମଘାତୀ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି ବୋଲି ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି। ଜମ୍ମୁ କଶ୍ମୀରର ମୁଜାଫରାବାଦରେ ଆତଙ୍କବାଦୀମାନେ ଏହି ପ୍ରସଙ୍ଗରେ ଅକ୍ଟୋବର ୨୯ରେ ଏକ ବୈଠକ କରିଥିଲେ। ମୁର୍ମୁ ଅତ୍ୟନ୍ତ ସରଳ ସ୍ବଭାବର ହୋଇଥିବାରୁ ସେ ଲୋକଙ୍କ ସହ ଅତି ସହଜରେ ମିଶିଯାଉଛନ୍ତି। କିନ୍ତୁ ଆତଙ୍କବାଦୀମାନେ ତାଙ୍କ ସରଳତାର  ଫାଇଦା ଉଠାବାକୁ ଚେଷ୍ଟା କରୁଛନ୍ତି। ଯେକୌଣସି ସମୟରେ ସେମାନେ ଛଦ୍ମବେଶରେ ଆସି ଆକ୍ରମଣ କରିପାରନ୍ତି ବୋଲି ଗୁଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି। ନିକଟରେ ଜମ୍ମୁ କଶ୍ମୀରର ବ୍ଲକ ନିର୍ବାଚନରେ ବିଜୟୀ ହୋଇଥିବା ପ୍ରାର୍ଥୀ, ପ୍ରମୁଖ ନେତା ମଧ୍ୟ ଏହି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ଅକ୍ଟୋବର ୩୧ରେ ଓଡ଼ିଆର ଗିରିଶ ଚନ୍ଦ୍ର ମୁର୍ମୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri