Posted inଜାତୀୟ

ଆତ୍ମ ସମର୍ପଣ କଲେ ଏନ୍‌ଡିଏଫ୍‌ବିର ୧,୬୧୫ କ୍ୟାଡର

ଗୁଆହାଟି,୩୦।୧: ଆସାମ ଗୁଆହାଟିର ଏକ ସମାରୋହରେ ନ୍ୟାଶନାଲ ଡେମୋକ୍ରେଟିକ ଫ୍ରଣ୍ଟ ଅଫ୍‌ ବୋଡୋଲାଣ୍ଡ(ଏନ୍‌ଡିଏଫ୍‌ବି)ର ବିଭିନ୍ନ ଗ୍ରୁପର ପ୍ରାୟ ୧,୬୧୫ କ୍ୟାଡର ନିଜ ନିଜ ମାରଣାସ୍ତ୍ର ସହ ଗୁରୁବାର ଆତ୍ମସମର୍ପଣ କରିଥିବା ସୂଚନା କିଳିଛି। ସୂଚନାଯୋଗ୍ୟ, ଭାରତ ସରକାର ଜାନୁୟାରୀ ୨୭ରେ ଏନ୍‌ଡିଏଫ୍‌ବି ଗ୍ରୁପ ଓ ଆସାମ ସରକାରଙ୍କ ମଧ୍ୟରେ ଏକ ତ୍ରିପାକ୍ଷିକ ଚୁକ୍ତିରେ ହସ୍ତାକ୍ଷର କରିଥିଲେ। ଏହା ପୂର୍ବରୁ ୨୩ ଜାନୁୟାରୀରେ ଆସାମ ସରକାରଙ୍କୁ ଏକ ବଡ ସଫଳତା ମିଳିଥିଲା। ଏହିଦିନ ୮ଟି ସଙ୍ଗଠନର ପ୍ରାୟ ୬୪୪ ଉଗ୍ରବାଦୀ ୧୭୭ ଅସ୍ତ୍ରଶସ୍ତ ସହ ଆତ୍ମ ସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଚୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ଭାଜପା ହାତରୁ ଛଡାଇନେଲେ ଆସନ, ବାଙ୍କିପୁରରେ କେମିତି କାମ କଲା ପ୍ରଶାନ୍ତ କିଶୋରଙ୍କ ମାଷ୍ଟରଷ୍ଟ୍ରୋକ୍‌? ଜାଣନ୍ତୁ…

ପାଟନା,୩।୮: ତିନି ଦଶନ୍ଧି ପରେ ନିଜ ଗଡ଼ରେ ଭାଜପାକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡ଼ିଛି। ପରିବର୍ତ୍ତନର ଲହରୀରେ ବିହାରର ବାଙ୍କିପୁର ବିଧାନସଭା ଆସନ, ଯାହା ଭାଜପାର…

ଭାଜପାକୁ ଶକ୍ତ ଝଟ୍‌କା: ଶୋଚନୀୟ ଭାବେ ପରାସ୍ତ କଲା କଂଗ୍ରେସ

ଭୋପାଳ,୩।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ସୋମବାର ଘୋଷଣା କରାଯାଇଛି। ଏହି ଉପନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଏକ…

ବାଙ୍କିପୁର ଉପନିର୍ବାଚନରେ ପ୍ରଶାନ୍ତ କିଶୋରଙ୍କୁ ସହଯୋଗ କଲେ ନୀତିଶ କୁମାର, ଜାଣନ୍ତୁ କ’ଣ ଥିଲା ପିକେଙ୍କ ରଣନୀତି

ପାଟନା,୩।୮: ବାଙ୍କିପୁର ବିଧାନସଭା ଉପନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ବିଜୟ ହାସଲ କରିଛନ୍ତି। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri