ଆଦର୍ଶ ପଞ୍ଚାୟତଭାବେ ବାଲିବିଲି ପୁରସ୍କୃତ

ବରୀ, ୯ା୯(ସ୍ବ.ପ୍ର.)- ରାଜ୍ୟ ସରକାରଙ୍କ ପିଠା କାର୍ଯ୍ୟକ୍ରମ ଓ ଆମ ଗାଁ ଆମ ବିକାଶ ଯୋଜନାର ସଫଳତା ପାଇଁ ବରୀ ବ୍ଲକ ଅଧୀନ ବାଲିବିଲି ପଞ୍ଚାୟତକୁ ଆଦର୍ଶ ପଞ୍ଚାୟତର ମାନ୍ୟତା ମିଳିଛି। ଏ ନେଇ ଗତ ଗୁରୁବାର ଜିଲା ପ୍ରଶାସନ ପକ୍ଷରୁ ଡିଆର୍‌ଡ଼ିଏ ସଭାଗୃହରେ ଏକ ସଭାରେ ଜିଲାପାଳ ରଞ୍ଜନ କୁମାର ଦାସ ସରପଞ୍ଚ ସନ୍ତୋଷ ସାମଲଙ୍କୁ ମାନପତ୍ର ସହ ପଞ୍ଚାୟତର ବିକାଶ ପାଇଁ ୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି। ଏ ବାଦରେ ରବିବାର ସରପଞ୍ଚ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଏହି ପଞ୍ଚାୟତର ଏତାଦୃଶ କାର୍ଯ୍ୟପାଇଁ ସଫଳତା ମିଳିଥିବାରୁ ସରପଞ୍ଚଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଉଛି। ଆଗାମୀ ଦିନରେ ପଞ୍ଚାୟତକୁ ଜିଲାରେ ୧ନମ୍ବର କରିବାକୁ ଚେଷ୍ଟା କରିବି ବୋଲି ସରପଞ୍ଚ କହିଛନ୍ତି। ପ୍ରକାଶ ଯେ, ରାଜ୍ୟ ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଚିଠି ନଂ.୯୩୫୬, ତା.୪ା୬ା୧୯ରେ ଜିଲା ପ୍ରଶାସନ ନିକଟକୁ ଏ ସଂନ୍ନ୍‌ତୀୟ ଚିଠି ଆସଥିଲା। ପରେ ବରୀ ବ୍ଲକ ବିଡ଼ିଓଙ୍କୁ ଚିଠି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri